Uncategorized ନବରଙ୍ଗପୁର ଜିଲ୍ଲାପାଳ ଡଃ ମହେଶ୍ୱର ସ୍ୱାଇଁ ଆଜି ନନ୍ଦାହାଣ୍ଡି ବ୍ଲକରେ କ୍ଷେତ୍ର ପରିଦର୍ଶନ କରି ବ୍ଲକସ୍ତରରେ ଚାଲିଥିବା ପ୍ରଶାସନିକ କାର୍ଯ୍ୟ, ବିଭିନ୍ନ ଉନ୍ନୟନମୂଳକ ଯୋଜନାର କାର୍ଯ୍ୟାନ୍ୱୟନ ଏବଂ ସାଧାରଣ ଲୋକଙ୍କୁ ପ୍ରଦାନ କରାଯାଉଥିବା ସେବାର ସ୍ଥିତିର ସମୀକ୍ଷା କରିଥିଲେ। July 8, 2026July 8, 2026 ନବରଙ୍ଗପୁର ଜିଲ୍ଲାପାଳ ଡଃ ମହେଶ୍ୱର ସ୍ୱାଇଁ ଆଜି ନନ୍ଦାହାଣ୍ଡି ବ୍ଲକରେ କ୍ଷେତ୍ର ପରିଦର୍ଶନ କରି ବ୍ଲକସ୍ତରରେ ଚାଲିଥିବା ପ୍ରଶାସନିକ କାର୍ଯ୍ୟ, ବିଭିନ୍ନ ଉନ୍ନୟନମୂଳକ ଯୋଜନାର କାର୍ଯ୍ୟାନ୍ୱୟନ ଏବଂ ସାଧାରଣ ଲୋକଙ୍କୁ ପ୍ରଦାନ କରାଯାଉଥିବା ସେବାର ସ୍ଥିତିର ସମୀକ୍ଷା କରିଥିଲେ। Share Facebook Twitter Pinterest Linkedin